Wednesday, June 18, 2025

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ ୩ ମୃତ, ୩ ଗୁରୁତର

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୈପାରୀଗୁଡା ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର୍ ଗଛ ସହ ପିଟି ହୋଇ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତ ମାନଙ୍କୁ ବୈପାରିଗୁଡ଼ା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ନୟାଗଡ଼ରୁ ମାଲକାନଗିରି ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୌଡ଼ଗୁଡା ଗଛରେ ଗଛକୁ ଧକ୍କା ଦେଇଥିଲା କାର। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles