ଲକ୍ଷ୍ମୀ ପୂରାଣ – ଗୁରୁବାର ଗୀତ: ନମସ୍ତେ କମଳା ମାଗୋ ସାଗର ଦୁଲ୍ଲଣୀ ..

ନମସ୍ତେ କମଳା ମାଗୋ ସାଗର ଦୁଲ୍ଲଣୀ । ନମସ୍ତେ ନମସ୍ତେ ଲକ୍ଷ୍ମୀ ବିଷ୍ଣୁଙ୍କ ଘରଣୀ ।୧। ନମସ୍ତେ କମଳା ମାଗୋ ଅତି ଦୟାବତୀ । ସ୍ଥାବର ଜଙ୍ଗମ କୀଟ ଆଦି ପାଳୁ ନିତି ।୨। ତୋର ଦୟାବଳେ ମାଗୋ ଦରିଦ୍ର ଜନର । ହୁଅଇ ଅଚଳ ବିତ୍ତ ଜିଣଇ କୁବେର ।୩। ତୋର ଦ୍ରୋହୀ ଜନେ ମାଗୋ ଅନ୍ନ ନ ମିଳଇ । ଯେତେ ଅରଜିଲେ କେଭେଁ ପେଟ ନ ପୁରଇ ।୪। ତୋହର ଚରିତ ମନ … Continue reading ଲକ୍ଷ୍ମୀ ପୂରାଣ – ଗୁରୁବାର ଗୀତ: ନମସ୍ତେ କମଳା ମାଗୋ ସାଗର ଦୁଲ୍ଲଣୀ ..