Thursday, June 19, 2025

ମେ’ ୬ରୁ OJEE ପରୀକ୍ଷା: ଆଜିଠୁ ଆରମ୍ଭ ରେଜିଷ୍ଟ୍ରେସନ୍

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା (ଓଜେଇଇ) ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles