Wednesday, June 18, 2025

ମୋଦୀଙ୍କ ପାଇଁ ମଙ୍ଗଳବାର ସ୍କୁଲ ଛୁଟି!

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଏହି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ମୋଦୀଙ୍କ ଗସ୍ତ ପାଇଁ ସେହିଦିନ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ ଓ କଲେଜ ଗୁଡିକ ସେହିଦିନ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି। ଏଥି ସହିତ ସେହି ଦିନ ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles